ଦାନିୟେଲ 4:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେହି ଦଣ୍ଡରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା। Gade chapit laପବିତ୍ର ବାଇବଲ (Re-edited) - (BSI)33 ସେହି ଦଣ୍ତରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା। Gade chapit laଓଡିଆ ବାଇବେଲ33 ସେହି ଦଣ୍ଡରେ ନବୂଖଦ୍ନିତ୍ସର ପ୍ରତି ସେହି କଥା ସଫଳ ହେଲା; ଆଉ, ସେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହୋଇ ବଳଦ ନ୍ୟାୟ ତୃଣ ଭୋଜନ କଲା, ଆଉ ତାହାର ଶରୀର ଆକାଶର କାକରରେ ତିନ୍ତିଲା, ଶେଷରେ ତାହାର କେଶ ଉତ୍କ୍ରୋଶ ପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା। Gade chapit laପବିତ୍ର ବାଇବଲ33 ସେହିସବୁ ଦଣ୍ତ ତତ୍କ୍ଷଣାତ୍ ନବୂଖଦ୍ନିତ୍ସରଙ୍କ ପ୍ରତି ଘଟିଲା। ସେ ମନୁଷ୍ୟମାନଙ୍କ ମଧ୍ୟରୁ ବିତାଡ଼ିତ ହୋଇ ଗୋରୁପରି ତୃଣ ଭକ୍ଷ୍ୟଣ କଲେ। ଆଉ ସେ ଆକାଶର କାକରରେ ତିନ୍ତିଲେ। ଶେଷରେ ତାହାର କେଶ ଉତ୍କ୍ରୋଶପକ୍ଷୀର ପର ତୁଲ୍ୟ ଓ ତାହାର ନଖ ପକ୍ଷୀର ନଖ ତୁଲ୍ୟ ବଢ଼ିଲା। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।