Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ଵର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କʼଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।

Gade chapit la Kopi

ଓଡିଆ ବାଇବେଲ

35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ’ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।

Gade chapit la Kopi

ପବିତ୍ର ବାଇବଲ

35 ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ।

Gade chapit la Kopi




ଦାନିୟେଲ 4:35
41 Referans Kwoze  

ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।


“ହେ ସଦାପ୍ରଭୁ, ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଂକଳ୍ପ ନିବାରଣ କରାଯାଇ ନ ପାରେ।


ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।


ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,


“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?”


ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।


ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?


ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ?” କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ।


“ଦୋଷାନ୍ଵେଷୀ ଲୋକ କି ସର୍ବଶକ୍ତିମାନଙ୍କ ସହିତ ବିବାଦ କରିବ? ଯେ ପରମେଶ୍ୱରଙ୍କ ସଙ୍ଗେ ଯୁକ୍ତି କରେ, ସେ ଏଥିର ଉତ୍ତର ଦେଉ।”


ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?


ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”


କିନ୍ତୁ ଯଦି ତାହା ଈଶ୍ବରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ବରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”


ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।


ଅତଏବ, ଆମ୍ଭେମାନେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମୟରେ ଈଶ୍ବର ଯେପରି ଆମ୍ଭମାନଙ୍କୁ ଦାନ ଦେଇଥିଲେ, ସେହିପରି ଯେବେ ସେମାନଙ୍କୁ ସୁଦ୍ଧା ସମାନ ଦାନ ଦେଲେ, ମୁଁ କିଏ ଯେ ଈଶ୍ବରଙ୍କୁ ପ୍ରତିରୋଧ କରିପାରିଥାନ୍ତି?


ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,


ସେ ଆପଣା ନିବାସ-ସ୍ଥାନରୁ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;


ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା]


ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?


ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।


ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”


ଏହେତୁରୁ ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ଆମ୍ଭେମାନେ ବିନତି କରୁଅଛୁ, ହେ ସଦାପ୍ରଭୁ, ଆମ୍ଭେମାନେ ବିନତି କରୁଅଛୁ, ଏହି ମନୁଷ୍ୟର ପ୍ରାଣ ସକାଶୁ ଆମ୍ଭେମାନେ ବିନଷ୍ଟ ନ ହେଉ, ପୁଣି ନିରପରାଧର ରକ୍ତପାତ-ଦୋଷ ଆମ୍ଭମାନଙ୍କ ଉପରେ ନ ବର୍ତ୍ତାଅ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଇଚ୍ଛାମତ କାର୍ଯ୍ୟ କରିଅଛ।”


ଏଥିରେ କେହି ଯିରୀହୋ-ରାଜାଙ୍କୁ କହିଲା, “ଦେଖ, ଆଜି ରାତ୍ର ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲୋକେ ଦେଶ ଅନୁସନ୍ଧାନ କରିବା ପାଇଁ ଏହି ସ୍ଥାନକୁ ଆସିଅଛନ୍ତି।”


Swiv nou:

Piblisite


Piblisite