ଦାନିୟେଲ 4:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ଵର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି। Gade chapit laଓଡିଆ ବାଇବେଲ37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି। Gade chapit laପବିତ୍ର ବାଇବଲ37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିୟା ସତ୍ୟ ଓ ତାଙ୍କର ପଥ ସବୁ ନ୍ୟାର୍ଯ୍ୟ। ଆଉ ସେ ଗର୍ବୀମାନଙ୍କୁ ନମ୍ର କରନ୍ତି। Gade chapit la |
ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।