ଦାନିୟେଲ 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ। Gade chapit laଓଡିଆ ବାଇବେଲ10 ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, ହେ ରାଜନ୍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ। Gade chapit laପବିତ୍ର ବାଇବଲ10 ତା'ପରେ ରାଣୀ ଭୋଜନଗାରକୁ ଆସିଲେ। ସେ ରାଜା ଓ ତାଙ୍କର ଅଧିକାରୀଗଣଙ୍କ କଥା ଶୁଣିଥିଲେ। ସେ କହିଲେ, “ହେ ରାଜା, ଦୀର୍ଘଜୀବୀ ହୁଅ, ତୁମ୍ଭର ଭାବନା ତୁମ୍ଭକୁ ଉଦ୍ବିଗ୍ନ ନ କରୁ କି ତୁମ୍ଭର ମୁଖମଣ୍ତଳ ବିବର୍ଣ୍ଣ ନ ହେଉ। Gade chapit la |