ଦାନିୟେଲ 5:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ଵାନ୍ ଓ ଗଣକମାନେ ମୋʼ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ। Gade chapit laଓଡିଆ ବାଇବେଲ15 ବର୍ତ୍ତମାନ ଏହି ଲେଖା ପଢ଼ିବା ପାଇଁ ଓ ତହିଁର ଅର୍ଥ ମୋତେ ଜଣାଇବା ପାଇଁ ବିଦ୍ୱାନ୍ ଓ ଗଣକମାନେ ମୋ’ ନିକଟକୁ ଅଣା ଯାଇଅଛନ୍ତି; ମାତ୍ର ସେମାନେ ତହିଁର ଅର୍ଥ ପ୍ରକାଶ କରି ପାରିଲେ ନାହିଁ। Gade chapit laପବିତ୍ର ବାଇବଲ15 ମୋର ରାଜ୍ୟର ଜ୍ଞାନୀ ଲୋକମାନେ ମୋ’ ପାଖକୁ ଆସିଥିଲେ। କିନ୍ତୁ ସେମାନେ କାନ୍ଥରେ ଲେଖା ହୋଇଥିବା ଅର୍ଥ ପ୍ରକାଶ କରି ପାରିଲେ ନାହିଁ। Gade chapit la |