ଦାନିୟେଲ 5:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, “ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି। Gade chapit laଓଡିଆ ବାଇବେଲ17 ସେତେବେଳେ ଦାନିୟେଲ ରାଜାର ଛାମୁରେ ଉତ୍ତର କରି କହିଲେ, ଆପଣଙ୍କର ଦାନ ଆପଣଙ୍କର ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦେଉନ୍ତୁ; ତଥାପି ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଅର୍ଥ ତାଙ୍କୁ ଜଣାଇବି। Gade chapit laପବିତ୍ର ବାଇବଲ17 ତା'ପରେ ଦାନିୟେଲ ରାଜାଙ୍କୁ ଉତ୍ତର କରି କହିଲେ, “ହେ ରାଜା ବେଲ୍ଶତ୍ସର, ଆପଣଙ୍କର ଦାନ ଆପଣଙ୍କ ପାଖରେ ଥାଉ ଓ ଆପଣଙ୍କର ପୁରସ୍କାର ଅନ୍ୟକୁ ଦିଅନ୍ତୁ। ମାତ୍ର ମୁଁ ମହାରାଜାଙ୍କ ଛାମୁରେ ଏହି ଲେଖା ପଢ଼ିବି ଓ ଏହାର ଅର୍ଥ ଆପଣଙ୍କୁ ଜଣାଇବି। Gade chapit la |