ଦାନିୟେଲ 5:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ; Gade chapit laପବିତ୍ର ବାଇବଲ (Re-edited) - (BSI)18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ଵର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ; Gade chapit laଓଡିଆ ବାଇବେଲ18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ; Gade chapit laପବିତ୍ର ବାଇବଲ18 “ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।