ଦାନିୟେଲ 5:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପନିୀଗଣ ଓ ଉପପନିୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ଵାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। Gade chapit laଓଡିଆ ବାଇବେଲ2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। Gade chapit laପବିତ୍ର ବାଇବଲ2 ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ଯିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପାରେ ପାତ୍ରଗୁଡ଼ିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥିରେ ସେ, ତାଙ୍କର ଅମାତ୍ୟଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ। Gade chapit la |
ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;