Biblia Todo Logo
Bib sou entènèt

- Piblisite -




ଦାନିୟେଲ 5:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏ ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।

Gade chapit la Kopi

ଓଡିଆ ବାଇବେଲ

24 ଏହି ସମୟରେ ତାହାଙ୍କ ନିକଟରୁ ହସ୍ତର ଅଂଶ ପ୍ରେରିତ ହେଲା, ଆଉ ଏହି ଲେଖା ଲିଖିତ ହେଲା।

Gade chapit la Kopi

ପବିତ୍ର ବାଇବଲ

24 ତେଣୁ ସେହି କାରଣରୁ ପରମେଶ୍ୱରଙ୍କର ହସ୍ତ ପ୍ରେରିତ ଲିଖିତ ହେଲା ଓ ଏହି ଲେଖା ଲିଖିତ ହେଲା।

Gade chapit la Kopi




ଦାନିୟେଲ 5:24
2 Referans Kwoze  

ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।


ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।


Swiv nou:

Piblisite


Piblisite