ଦାନିୟେଲ 5:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)28 ପୀରସ୍; ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି। Gade chapit laଓଡିଆ ବାଇବେଲ28 ପୀରସ୍, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି, ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି। Gade chapit laପବିତ୍ର ବାଇବଲ28 ଉପାରସୀନର ଅର୍ଥ, ଆପଣଙ୍କ ରାଜ୍ୟ ବିଭକ୍ତ ହୋଇଅଛି ଆଉ ମାଦୀୟ ଓ ପାରସିକମାନଙ୍କୁ ଦତ୍ତ ହୋଇଅଛି।” Gade chapit la |
“ପାରସ୍ୟର ରାଜା କୋରସ୍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”