ଦାନିୟେଲ 5:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା। Gade chapit laଓଡିଆ ବାଇବେଲ6 ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍ବିଗ୍ନ କଲା; ପୁଣି, ତାହାର କଟୀଦେଶର ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା। Gade chapit laପବିତ୍ର ବାଇବଲ6 ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ଼ ଏତେ ଦୁର୍ବଳ ହେଲା ଯେ ସେ ଛିଡ଼ା ହୋଇ ପାରିଲେ ନାହିଁ। Gade chapit la |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।