Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

11 ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ସେହି ଲୋକମାନେ ଏକତ୍ରିତ ହୋଇ ଦାନିୟେଲ ନିକଟକୁ ଗଲେ ଓ ତାଙ୍କୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରୁଥିବାର ଦେଖିଲେ।

Gade chapit la Kopi




ଦାନିୟେଲ 6:11
7 Referans Kwoze  

ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।


ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।


ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,


ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ, ତୁମ୍ଭ ମହାପବିତ୍ର ସ୍ଥାନ ଆଡ଼େ ଆପଣା ହସ୍ତ ଟେକିବା ବେଳେ, ମୋʼ ନିବେଦନର ରବ ଶ୍ରବଣ କର।


ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।


ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।


Swiv nou:

Piblisite


Piblisite