ଦାନିୟେଲ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା। Gade chapit laପବିତ୍ର ବାଇବଲ (Re-edited) - (BSI)14 ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯନି କଲା। Gade chapit laଓଡିଆ ବାଇବେଲ14 ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା। Gade chapit laପବିତ୍ର ବାଇବଲ14 ତହୁଁ ରାଜା ଦୁଃଖିତ ଓ ବିବ୍ରତ ହୋଇ ପଡ଼ିଲା। ସେ ଦାନିୟେଲକୁ ଉଦ୍ଧାର କରିବା ପାଇଁ ସ୍ଥିର କଲା। ଆଉ ତାହାକୁ ରକ୍ଷା କରିବା ପାଇଁ ସନ୍ଧ୍ୟା ପର୍ଯ୍ୟନ୍ତ ଉପାୟ ଚିନ୍ତା କଲା। Gade chapit la |