Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, “ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।

Gade chapit la Kopi

ଓଡିଆ ବାଇବେଲ

15 ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।

Gade chapit la Kopi

ପବିତ୍ର ବାଇବଲ

15 ତା'ପରେ ସେହି ଲୋକମାନେ ଏକତ୍ରିତ ହୋଇ ରାଜାଙ୍କୁ କହିଲେ, “ହେ ମହାରାଜା, ଆପଣ ଜାଣନ୍ତୁ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି, ରାଜା କୌଣସି ନିଷେଧାଜ୍ଞା ବା ବିଧି ସ୍ଥାପନ କଲେ ତାହା କେବେ ପରିବର୍ତ୍ତିତ ହୁଏ ନାହିଁ।”

Gade chapit la Kopi




ଦାନିୟେଲ 6:15
4 Referans Kwoze  

ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; “ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି?” ରାଜା ଉତ୍ତର କରି କହିଲା, “ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”


ମଧ୍ୟ ତୁମ୍ଭେମାନେ ରାଜା ନାମରେ ଯିହୁଦୀୟମାନଙ୍କ ନିକଟକୁ ଆପଣା ଆପଣା ଇଚ୍ଛାନୁସାରେ ପତ୍ର ଲେଖ ଓ ତାହା ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ କର; କାରଣ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୋହରାଙ୍କିତ ପତ୍ର କେହି ଅନ୍ୟଥା କରି ନ ପାରେ।”


ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”


Swiv nou:

Piblisite


Piblisite