Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଅନନ୍ତର ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।

Gade chapit la Kopi

ଓଡିଆ ବାଇବେଲ

19 ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।

Gade chapit la Kopi

ପବିତ୍ର ବାଇବଲ

19 ପରଦିନ ପ୍ରଭାତରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହୋଇ ପହଞ୍ଚିଲେ।

Gade chapit la Kopi




ଦାନିୟେଲ 6:19
6 Referans Kwoze  

ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।


ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା।


ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍‌ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।


ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।


ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”


Swiv nou:

Piblisite


Piblisite