ଦାନିୟେଲ 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ଵରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ଵରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ଵର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି? Gade chapit laଓଡିଆ ବାଇବେଲ20 ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି ? Gade chapit laପବିତ୍ର ବାଇବଲ20 ଚିନ୍ତିତ ରାଜା ଦାନିୟେଲଙ୍କୁ ବିଳାପ ସ୍ୱରରେ ଡାକିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ପ୍ରତିଦିନ ଯେଉଁ ପରମେଶ୍ୱରଙ୍କୁ ସେବା କରୁଅଛ, ସେହି ପରମେଶ୍ୱର ତୁମ୍ଭକୁ ସିଂହମାନଙ୍କଠାରୁ ଉଦ୍ଧାର କରିଛନ୍ତି କି?” Gade chapit la |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”