ଦାନିୟେଲ 6:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ଵରଙ୍କଠାରେ ବିଶ୍ଵାସ କରିଥିଲେ। Gade chapit laଓଡିଆ ବାଇବେଲ23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ। Gade chapit laପବିତ୍ର ବାଇବଲ23 ରାଜା ଦାରିୟାବସ ଅତ୍ୟନ୍ତ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଦେଶ ଦେଲା। ଆଉ ଦାନିୟେଲ ସେହି ଗର୍ତ୍ତରୁ ଆସିଲେ, ତାଙ୍କ ଦେହରେ କୌଣସି କ୍ଷତ ଚିହ୍ନ ନ ଥିଲା। କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥିଲେ। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”