Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅନନ୍ତର ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।

Gade chapit la Kopi

ଓଡିଆ ବାଇବେଲ

24 ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।

Gade chapit la Kopi

ପବିତ୍ର ବାଇବଲ

24 ତା'ପରେ ରାଜା ଦାନିୟେଲଙ୍କ ବିରୁଦ୍ଧରେ ଅଭିଯୋଗକାରୀଙ୍କୁ ଆଣିବାକୁ ଆଜ୍ଞା କଲା। ତେଣୁ ସେମାନଙ୍କର ସ୍ତ୍ରୀମାନଙ୍କୁ ଓ ପିଲାମାନଙ୍କ ସହିତ ସମସ୍ତଙ୍କୁ ଆଣି ସିଂହମାନଙ୍କ ଗୁମ୍ଫାରେ ନିକ୍ଷେପ କଲେ। ତଳେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଭକ୍ଷ୍ୟଣ କରି ସେମାନଙ୍କର ଅସ୍ଥିଗୁଡ଼ିକୁ ଚର୍ବଣ କଲେ।

Gade chapit la Kopi




ଦାନିୟେଲ 6:24
13 Referans Kwoze  

ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।


ଏଥିରେ ହାମନ୍‍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍‍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।


ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର।


ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍‍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।


“ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।


ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ; ପ୍ରତ୍ୟେକ ଲୋକ ନିଜ ପାପ ଲାଗି ପ୍ରାଣଦଣ୍ଡ ଭୋଗ କରିବ।


ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ।


ଯିହୁଦୀୟମାନଙ୍କର ଶତ୍ରୁ ହମ୍ମଦାଥାର ପୁତ୍ର ହାମନ୍‍ର ଏହି ଦଶ ପୁତ୍ରଙ୍କୁ ସେମାନେ ବଧ କଲେ, ମାତ୍ର ଲୁଟ କରିବାକୁ ସେମାନେ ହସ୍ତକ୍ଷେପ କଲେ ନାହିଁ।


ରାଜାର ଆଜ୍ଞା ଅତି ବ୍ୟଗ୍ର ଓ ଅଗ୍ନିକୁଣ୍ଡ ଅତିଶୟ ଉତ୍ତପ୍ତ ଥିଲା, ଏଥିପାଇଁ ଯେଉଁ ଲୋକମାନେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ଟେକି ଧରିଥିଲେ, ସେମାନେ ଅଗ୍ନିଶିଖାରେ ହତ ହେଲେ।


ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


Swiv nou:

Piblisite


Piblisite