ଦାନିୟେଲ 6:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀ-ନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀ-ମାନଙ୍କ ନିକଟକୁ ପତ୍ର ଲେଖିଲା; ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ। Gade chapit laଓଡିଆ ବାଇବେଲ25 ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ। Gade chapit laପବିତ୍ର ବାଇବଲ25 ସେତେବେଳେ ଦାରିୟାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା। ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟରୂପରେ ଶାନ୍ତି ହେଉ। Gade chapit la |
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।