ଦାନିୟେଲ 6:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ଵର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି। Gade chapit laଓଡିଆ ବାଇବେଲ27 ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।” Gade chapit laପବିତ୍ର ବାଇବଲ27 ସେ ଲୋକମାନଙ୍କୁ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି। ସେ ସ୍ୱର୍ଗରେ ଓ ପୃଥିବୀରେ ଅଦ୍ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରନ୍ତି। ସେ ଦାନିୟେଲଙ୍କୁ ସିଂହମାନଙ୍କଠାରୁ ଉଦ୍ଧାର କରିଅଛନ୍ତି।” Gade chapit la |