ଦାନିୟେଲ 6:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ୱ ସମୟରେ ଓ ପାରସିକ କୋରସ୍ର ରାଜତ୍ୱ ସମୟରେ ଉନ୍ନତି ଲାଭ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ଵ କାଳରେ ଓ ପାରସୀକ କୋରସର ରାଜତ୍ଵ କାଳରେ ଉନ୍ନତି ଲାଭ କଲେ। Gade chapit laଓଡିଆ ବାଇବେଲ28 ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ଵ ସମୟରେ ଓ ପାରସୀକ କୋରସ୍ର ରାଜତ୍ଵ ସମୟରେ ଉନ୍ନତି ଲାଭ କଲେ। Gade chapit laପବିତ୍ର ବାଇବଲ28 ଏହିରୂପେ ଦାନିୟେଲ ଦାରିୟାବସର ରାଜତ୍ୱ କାଳରେ ଓ ପାରସିକ କୋରସର ରାଜତ୍ୱକାଳରେ ସଫଳକାମୀ ହେଲେ। Gade chapit la |
“ପାରସ୍ୟର ରାଜା କୋରସ୍ ଏହା କହନ୍ତି, ‘ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ପୃଥିବୀର ସମସ୍ତ ରାଜ୍ୟ ଆମ୍ଭକୁ ପ୍ରଦାନ କରିଅଛନ୍ତି; ଆଉ, ସେ ଯିହୁଦା ଦେଶସ୍ଥ ଯିରୂଶାଲମରେ ତାହାଙ୍କ ପାଇଁ ଏକ ଗୃହ ନିର୍ମାଣ କରିବାକୁ, ଆମ୍ଭକୁ ଆଜ୍ଞା କରିଅଛନ୍ତି। ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ସଦାପ୍ରଭୁ ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯାତ୍ରା କରୁ।’”