ଦାନିୟେଲ 6:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ଵସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ। Gade chapit laଓଡିଆ ବାଇବେଲ4 ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ। Gade chapit laପବିତ୍ର ବାଇବଲ4 ଏଥିରେ ଅନ୍ୟ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ଦାନିୟେଲଙ୍କ ପ୍ରତି ଈର୍ଷାଳୁ ହେଲେ ଓ ଦାନିୟେଲଙ୍କର ରାଜକର୍ମ ବିଷୟ ଦୋଷ ଅନୁସନ୍ଧାନ କଲେ। ମାତ୍ର ସେମାନେ କୌଣସି ଦୋଷ ବା ଅପରାଧ ପାଇ ପାରିଲେ ନାହିଁ। କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କଠାରେ କୌଣସି ଭ୍ରାନ୍ତି ବା ଅପରାଧ ନ ଥିଲା। ସେ ରାଜାଙ୍କୁ ଠକୁ ନ ଥିଲେ ଓ କଠିନ ପରିଶ୍ରମ କରୁଥିଲେ। Gade chapit la |