Biblia Todo Logo
Bib sou entènèt

- Piblisite -




ଦାନିୟେଲ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ।

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ଏହି ଲୋକମାନେ ରାଜାଙ୍କ ନିକଟକୁ ଗଲେ ଏବଂ କହିଲେ, “ହେ ରାଜ ଦାରିୟାବସ, ଆପଣ ଚିରଜୀବି ହୁଅନ୍ତୁ।

Gade chapit la Kopi




ଦାନିୟେଲ 6:6
13 Referans Kwoze  

ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।”


ତହିଁରେ ଦାନିୟେଲ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।”


ପୁଣି, ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହେଉନ୍ତୁ; ଯେଉଁ ନଗର ମୋହର ପୂର୍ବପୁରୁଷଗଣର କବର ସ୍ଥାନ, ତାହା ଯେତେବେଳେ ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ସେତେବେଳେ କାହିଁକି ମୋହର ମୁଖ ବିବର୍ଣ୍ଣ ନୋହିବ?”


ଏହି ସମୟରେ ରାଜାର ଓ ତାହାର ଅମାତ୍ୟଗଣର କଥା ସକାଶୁ ରାଣୀ ଭୋଜନଶାଳାକୁ ଆସିଲା; ରାଣୀ କହିଲା, “ହେ ରାଜନ୍‍, ଚିରଜୀବୀ ହେଉନ୍ତୁ; ଆପଣଙ୍କର ଭାବନା ଆପଣଙ୍କୁ ଉଦ୍‍ବିଗ୍ନ ନ କରୁ, ଅଥବା ଆପଣଙ୍କ ମୁଖ ବିବର୍ଣ୍ଣ ନ ହେଉ।


ତାହାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,


ଏଥିରେ ସେହି ଲୋକମାନେ ଏକତ୍ର ହୋଇ ଦାନିୟେଲଙ୍କୁ ତାଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ନିବେଦନ କରିବାର ଦେଖିଲେ।


ସେମାନେ ନବୂଖଦ୍‍ନିତ୍ସର ରାଜାକୁ ଉତ୍ତର କରି କହିଲେ, “ହେ ମହାରାଜ, ଚିରଜୀବୀ ହେଉନ୍ତୁ।


ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?


ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି।


Swiv nou:

Piblisite


Piblisite