ଦାନିୟେଲ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା। Gade chapit laଓଡିଆ ବାଇବେଲ11 ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା। Gade chapit laପବିତ୍ର ବାଇବଲ11 “ମୁଁ ଦେଖିବାରେ ଲାଗିଲି, ସେହି ଛୋଟ ଶିଙ୍ଗର କ’ଣ ହେବ। ଯେଉଁଟାକି ବହୁତ ଅହଂକାର କରୁଥିଲା। ଚତୁର୍ଥ ପଶୁଟି ମଲା ପର୍ଯ୍ୟନ୍ତ ଏବଂ ତାହାର ଶରୀର ଧ୍ୱଂସ କରି ଅଗ୍ନି ମଧ୍ୟକୁ ଫିଙ୍ଗି ପାଉଁଶ କରି ଦିଆଗଲା। Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।