Biblia Todo Logo
Bib sou entènèt

- Piblisite -




ଦାନିୟେଲ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ଵ ନିଆଗଲା; ତଥାପି ଏକ କାଳ ଓ ଏକ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।

Gade chapit la Kopi

ପବିତ୍ର ବାଇବଲ

12 ପୁଣି ଅନ୍ୟ ପଶୁମାନଙ୍କଠାରୁ ଅଧିକାର ଓ କର୍ତ୍ତୃତ୍ୱ କାଢ଼ି ନିଆଗଲା। ମାତ୍ର କିଛି କାଳ ଏକ ନିର୍ଦ୍ଦିଷ୍ଟ ସମୟ ବଞ୍ଚି ରହିବାକୁ ସେମାନଙ୍କୁ ଅନୁମତି ଦିଆଗଲା।

Gade chapit la Kopi




ଦାନିୟେଲ 7:12
4 Referans Kwoze  

ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।


ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।


ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।


Swiv nou:

Piblisite


Piblisite