ଦାନିୟେଲ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ଵିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା। Gade chapit laଓଡିଆ ବାଇବେଲ15 ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା। Gade chapit laପବିତ୍ର ବାଇବଲ15 “ମୁଁ, ଦାନିୟେଲ ଦ୍ୱନ୍ଦରେ ପଡ଼ିଲି ଓ ବ୍ୟସ୍ତ ହୋଇଗଲି। ଆଉ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା। Gade chapit la |
ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କ୍ଷଣକାଳ ଚମତ୍କୃତ ହୋଇ ରହିଲେ ଓ ତାଙ୍କର ଭାବନା ତାଙ୍କୁ ବ୍ୟାକୁଳିତ କଲା। ରାଜା ଉତ୍ତର କରି କହିଲା, “ହେ ବେଲ୍ଟଶତ୍ସର, ସେହି ସ୍ୱପ୍ନ ଅବା ତହିଁର ଅର୍ଥ ତୁମ୍ଭଙ୍କୁ ବ୍ୟାକୁଳିତ ନ କରୁ।” ବେଲ୍ଟଶତ୍ସର ଉତ୍ତର କରି କହିଲେ, “ହେ ମୋର ପ୍ରଭୁ, ଯେଉଁମାନେ ଆପଣଙ୍କୁ ଘୃଣା କରନ୍ତି, ସେମାନଙ୍କ ପାଇଁ ଏହି ସ୍ୱପ୍ନ ହେଉ ଓ ଆପଣଙ୍କ ବିପକ୍ଷମାନଙ୍କ ପ୍ରତି ତହିଁର ଅର୍ଥ ଘଟୁ।