ଦାନିୟେଲ 7:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଶୀର୍ଣ୍ଣ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ ; ପୁଣି, ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ। Gade chapit laଓଡିଆ ବାଇବେଲ25 ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ। Gade chapit laପବିତ୍ର ବାଇବଲ25 ଏବଂ ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିବ ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢ଼େ ତିନି ବର୍ଷ ପାଇଁ ସେମାନେ ତା’ ହସ୍ତରେ ସମର୍ପିତ ହେବେ। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।