ଦାନିୟେଲ 7:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’ Gade chapit laପବିତ୍ର ବାଇବଲ (Re-edited) - (BSI)27 ଆଉ, ରାଜତ୍ଵ ଓ କର୍ତ୍ତୃତ୍ଵ ଓ ଆକାଶମଣ୍ତଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ। Gade chapit laଓଡିଆ ବାଇବେଲ27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ। Gade chapit laପବିତ୍ର ବାଇବଲ27 ଆଉ ରାଜତ୍ୱ, କର୍ତ୍ତୃତ୍ୱ ଓ ରାଜ୍ୟ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ। ତାଙ୍କର ରାଜ୍ୟ ଅନନ୍ତ କାଳ ପାଇଁ ସ୍ଥାୟୀ ହେବ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସେବା କରିବେ ଓ ତାଙ୍କର ଆଜ୍ଞାବହ ହେବେ।’ Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।