ଦାନିୟେଲ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା। Gade chapit laଓଡିଆ ବାଇବେଲ8 ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା। Gade chapit laପବିତ୍ର ବାଇବଲ8 “ସେହି ଶିଙ୍ଗଗୁଡ଼ିକ ବିଷୟରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ୟରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହା ମନୁଷ୍ୟର ଚକ୍ଷୁତୁଲ୍ୟ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗରେ ଏକ ପାଟି ଥିଲା। ସେହି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା। Gade chapit la |