ଦାନିୟେଲ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ତାହା ଆକାଶମଣ୍ତଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା। Gade chapit laଓଡିଆ ବାଇବେଲ10 ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା। Gade chapit laପବିତ୍ର ବାଇବଲ10 ସେହି ଛୋଟ ଶିଙ୍ଗଟି ଆକାଶ ପର୍ଯ୍ୟନ୍ତ ବଢ଼ିଲା। ଏହା ଆକାଶର କେତେକ ତାରାଙ୍କୁ ଭୂମିରେ ଖସାଇ ପକାଇଲା ଓ ସେମାନଙ୍କୁ ପାଦରେ ଦଳିଲା। Gade chapit la |
ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।