Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଆଜ୍ଞାଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଆଜ୍ଞା ଲଙ୍ଘନ ହେତୁରୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲେ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଆଜ୍ଞା-ଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା।

Gade chapit la Kopi

ପବିତ୍ର ବାଇବଲ

12 ତା'ପରେ ନିତ୍ୟ ହୋମବଳି ବିରୁଦ୍ଧରେ ଦୋଷ କରିବାକୁ ଗୋଟିଏ ବାହୀନୀ ତାଙ୍କୁ ସମର୍ପିତ କଲେ। ଏହା ସତ୍ୟକୁ ତଳେ ପକାଇ ଦେଲା, ଯାହା ଇଚ୍ଛା ତାହା କଲା।

Gade chapit la Kopi




ଦାନିୟେଲ 8:12
14 Referans Kwoze  

ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?


ଏଥିପାଇଁ ବିଚାର ପଛକୁ ହଟି ଯାଇଅଛି ଓ ଧର୍ମ ଦୂରରେ ଠିଆ ହେଉଅଛି; ଛକସ୍ଥାନରେ ସତ୍ୟତାର ପତନ ହୋଇଅଛି ଓ ସରଳତା ପ୍ରବେଶ କରି ପାରୁ ନାହିଁ।


ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ପଶୁଟିକୁ କ୍ଷମତା ଦିଆଗଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତି ଉପରେ ତାହାକୁ କ୍ଷମତା ଦିଆଗଲା।


ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରିଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରିଯିବ।


ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା।


ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।


ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।


ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।


ପୁଣି, ଦାଉଦ ଜାଣିଲେ ଯେ, ଶାଉଲ ତାଙ୍କ ପ୍ରତିକୂଳରେ ମନ୍ଦ କଳ୍ପନା କରିଅଛନ୍ତି; ଏଣୁ ସେ ଅବୀୟାଥର ଯାଜକକୁ କହିଲେ, “ଏଠାକୁ ଏଫୋଦ ଆଣ।”


ସେମାନେ ସଦାପ୍ରଭୁଙ୍କ କ୍ରିୟା ଓ ତାହାଙ୍କ ହସ୍ତର କର୍ମସକଳ ବିବେଚନା ନ କରିବାରୁ ସେ ସେମାନଙ୍କୁ ଭାଙ୍ଗି ପକାଇବେ ଓ ସେମାନଙ୍କୁ ଗଢ଼ିବେ ନାହିଁ।


ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;


Swiv nou:

Piblisite


Piblisite