ଦାନିୟେଲ 8:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?” Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ଵଂସକାରୀ ଆଜ୍ଞା ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ? Gade chapit laଓଡିଆ ବାଇବେଲ13 ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞା-ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ ? Gade chapit laପବିତ୍ର ବାଇବଲ13 ତା'ପରେ ଏକ ପବିତ୍ର ସ୍ୱର୍ଗଦୂତ କହିବାର ମୁଁ ଶୁଣିଲି। ତା'ପରେ ଅନ୍ୟ ଏକ ସ୍ୱର୍ଗଦୂତ ଏହି ଦୂତକୁ ପଗ୍ଭରିଲେ, “କେତେଦିନ ପର୍ଯ୍ୟନ୍ତ ନିତ୍ୟ ହୋମବଳି ବିରୁଦ୍ଧରେ ଏହି ଦର୍ଶନ ରହିବ ଏବଂ କେତେକାଳ ପର୍ଯ୍ୟନ୍ତ ଏହି ଲୋମହର୍ଷକ ଦୋଷ ଗ୍ଭଲିବ ଯେ, ମନ୍ଦିର ଏହିପରି ଭାବରେ ପଦଦଳନ ହେବାକୁ ଅନୁମତି ହୋଇଛି?” Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।