ଦାନିୟେଲ 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ମୁଁ ଏହି ବିଷୟ ବିବେଚନା କରୁ କରୁ ଦେଖିଲି ଯେ, ଦେଖ, ଏକ ଛାଗ ପଶ୍ଚିମ ଦିଗରୁ ସମୁଦାୟ ପୃଥିବୀ ପାର ହୋଇ ଆସିଲା ଓ ସେ ଭୂମି ସ୍ପର୍ଶ କଲା ନାହିଁ; ଆଉ, ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଗୋଟିଏ ବିଲକ୍ଷଣ ଶୃଙ୍ଗ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ମୁଁ ଏ ବିଷୟ ବିବେଚନା କରୁ କରୁ ଦେଖିଲି ଯେ, ଦେଖ, ଏକ ଛାଗ ପଶ୍ଚିମ ଦିଗରୁ ସମୁଦାୟ ପୃଥିବୀ ପାର ହୋଇ ଆସିଲା ଓ ସେ ଭୂମି ସ୍ପର୍ଶ କଲା ନାହିଁ; ଆଉ, ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଗୋଟିଏ ବିଲକ୍ଷଣ ଶୃଙ୍ଗ ଥିଲା। Gade chapit laଓଡିଆ ବାଇବେଲ5 ପୁଣି, ମୁଁ ଏହି ବିଷୟ ବିବେଚନା କରୁ କରୁ ଦେଖିଲି ଯେ, ଦେଖ, ଏକ ଛାଗ ପଶ୍ଚିମ ଦିଗରୁ ସମୁଦାୟ ପୃଥିବୀ ପାର ହୋଇ ଆସିଲା ଓ ସେ ଭୂମି ସ୍ପର୍ଶ କଲା ନାହିଁ; ଆଉ, ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଗୋଟିଏ ବିଲକ୍ଷଣ ଶୃଙ୍ଗ ଥିଲା। Gade chapit laପବିତ୍ର ବାଇବଲ5 ମୁଁ ସେ ଅଣ୍ତିରା ମେଷ ବିଷୟରେ ଚିନ୍ତା କରୁଥିବା ବେଳେ ଦେଖିଲି ଗୋଟିଏ ଛାଗ ପଶ୍ଚିମ ଦିଗରୁ ଆସୁଛି। ଆଉ ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ବଡ଼ ଶିଙ୍ଗ ଥିଲା ଓ ତାହା ଧ୍ୟାନାକର୍ଷଣୀୟ ଥିଲା। ସେ ଛାଗ ଏତେ ଦ୍ରୁତଗତିରେ ଦୌଡ଼ୁଥିଲା ଯେ ତା'ର ପାଦ ଭୂମିକୁ ସ୍ପର୍ଶ କରୁ ନ ଥିଲା। Gade chapit la |