Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ତତାରେ ତାହା ଉପରକୁ ଧାଇଁଲା।

Gade chapit la Kopi

ଓଡିଆ ବାଇବେଲ

6 ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା।

Gade chapit la Kopi

ପବିତ୍ର ବାଇବଲ

6 ସେହି ଛାଗ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ଉଲୟ ନଦୀ ନିକଟରେ ଛିଡ଼ା ହୋଇଥିବା ଦୁଇ ଶିଙ୍ଗ ବିଶିଷ୍ଟ ଅଣ୍ତିରା ମେଷ ଆଡ଼କୁ ଧାଇଁଲା।

Gade chapit la Kopi




ଦାନିୟେଲ 8:6
2 Referans Kwoze  

ପୁଣି, ମୁଁ ଏହି ବିଷୟ ବିବେଚନା କରୁ କରୁ ଦେଖିଲି ଯେ, ଦେଖ, ଏକ ଛାଗ ପଶ୍ଚିମ ଦିଗରୁ ସମୁଦାୟ ପୃଥିବୀ ପାର ହୋଇ ଆସିଲା ଓ ସେ ଭୂମି ସ୍ପର୍ଶ କଲା ନାହିଁ; ଆଉ, ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଗୋଟିଏ ବିଲକ୍ଷଣ ଶୃଙ୍ଗ ଥିଲା।


ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।


Swiv nou:

Piblisite


Piblisite