ଦାନିୟେଲ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା। Gade chapit laଓଡିଆ ବାଇବେଲ9 ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା। Gade chapit laପବିତ୍ର ବାଇବଲ9 ତା'ପରେ ସେହି ଶିଙ୍ଗଗୁଡ଼ିକୁ ମଧ୍ୟରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ୟଦେଶ ଆଡ଼କୁ ବଢ଼ିଲା। Gade chapit la |