Biblia Todo Logo
Bib sou entènèt

- Piblisite -




ଦାନିୟେଲ 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋʼ ର ପାପ ଓ ମୋʼ ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋʼ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋର ପାପ ଓ ମୋର ଇସ୍ରାଏଲ ଲୋକଙ୍କର ପାପ ସ୍ଵୀକାର କରୁଥିଲି, ଆଉ ମୋʼ ପରମେଶ୍ଵରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;

Gade chapit la Kopi

ଓଡିଆ ବାଇବେଲ

20 ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ’ର ପାପ ଓ ମୋ’ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ’ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;

Gade chapit la Kopi

ପବିତ୍ର ବାଇବଲ

20 ମୁଁ ସେହିସବୁ କଥା ପରମେଶ୍ୱରଙ୍କୁ ପ୍ରାର୍ଥନାରେ ନିବେଦନ କରୁଥିଲି। ମୋର ପାପ ଓ ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି। ଆଉ ମୋର ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ମୋର ପରମେଶ୍ୱର ସଦାପଭୁଙ୍କ ଛାମୁରେ ମୋର ନିବେଦନ ଉତ୍ସର୍ଗ କରୁଥିଲି।

Gade chapit la Kopi




ଦାନିୟେଲ 9:20
24 Referans Kwoze  

ସଦାପ୍ରଭୁ ଆପଣା ନିକଟରେ ପ୍ରାର୍ଥନାକାରୀ, ସତ୍ୟ ଭାବରେ ପ୍ରାର୍ଥନାକାରୀ ସମସ୍ତଙ୍କର ନିକଟବର୍ତ୍ତୀ ଅଟନ୍ତି।


ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି,


ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;


ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।


ପୁଣି, ଏହା ଘଟିବ ଯେ, ସେମାନେ ଡାକିବା ପୂର୍ବେ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।


ତେବେ ମୁଁ କହିଲି, “ହାୟ ହାୟ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି!”


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


ସେଥିରେ ସେ ମୋତେ ଆତ୍ମାରେ ଗୋଟିଏ ବୃହତ୍ ଓ ଉଚ୍ଚ ପର୍ବତକୁ ଘେନିଯାଇ ପବିତ୍ର ନଗରୀ ଯିରୂଶାଲମ ସହରକୁ ଦେଖାଇଲେ, ତାହା ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରୁଥିଲା ଏବଂ ଈଶ୍ବରଙ୍କ ଗୌରବ ବିଶିଷ୍ଟ ଥିଲା;


ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍‍ ନୂତନ ଯିରୂଶାଲମ ସହରକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତ ହୋଇ ସ୍ୱର୍ଗରୁ ଈଶ୍ବରଙ୍କ ନିକଟରୁ ଅବତରଣ କରିବାର ଦେଖିଲି।


ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ବରଙ୍କ ବାକ୍ୟ କହିବାକୁ ଲାଗିଲେ।


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।


ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।


ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।


ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।


ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ-ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।


ଏଥିରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।


ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମକାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।


Swiv nou:

Piblisite


Piblisite