ଦାନିୟେଲ 9:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପିତୃପୁରୁଷଗଣକୁ ଓ ଦେଶସ୍ଥ ଲୋକ-ସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ। Gade chapit laଓଡିଆ ବାଇବେଲ6 ପୁଣି, ତୁମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣ ଆମ୍ଭମାନଙ୍କର ରାଜାଗଣକୁ, ଆମ୍ଭମାନଙ୍କର ଅଧିପତିଗଣକୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଓ ଦେଶସ୍ଥ ଲୋକସମୂହକୁ ତୁମ୍ଭ ନାମରେ କଥା କହିଲେ, ସେମାନଙ୍କ ପ୍ରତି ଆମ୍ଭେମାନେ କର୍ଣ୍ଣପାତ କରି ନାହୁଁ। Gade chapit laପବିତ୍ର ବାଇବଲ6 ତୁମ୍ଭର ଭବିଷ୍ୟଦ୍ବକ୍ତାମାନଙ୍କ ପ୍ରତି ଆମ୍ଭେ କର୍ଣ୍ଣପାତ କରି ନାହୁଁ। ସେମାନେ ଆମ୍ଭର ରାଜାମାନଙ୍କୁ, ଆମ୍ଭର ନେତାମାନଙ୍କୁ, ଆମ୍ଭର ପିତୃପୁରୁଷଗଣଙ୍କୁ ଏବଂ ଇସ୍ରାଏଲକୁ ତୁମ୍ଭର ନାମରେ କହିଥିଲେ। Gade chapit la |
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ମହାନ, ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର, ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ, ଅଶୂରୀୟ ରାଜାଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜାଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ ଓ ଆମ୍ଭମାନଙ୍କ ଯାଜକଗଣ ଉପରେ ଓ ଆମ୍ଭମାନଙ୍କ ଭବିଷ୍ୟଦ୍ବକ୍ତାଗଣ ଉପରେ ଓ ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେ ଯେ କ୍ଳେଶ ଘଟିଅଛି, ତାହାସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।