ଦାନିୟେଲ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ Gade chapit laପବିତ୍ର ବାଇବଲ (Re-edited) - (BSI)9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ଵରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହା-ଚରଣ କରିଅଛୁ ଗୀତ. ୧୩୦:୪,୭ Gade chapit laଓଡିଆ ବାଇବେଲ9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ Gade chapit laପବିତ୍ର ବାଇବଲ9 “ହେ ସଦାପ୍ରଭୁ, ତୁମ୍ଭେ ଦୟାଳୁ ଏବଂ କ୍ଷମାବାନ। କିନ୍ତୁ ପ୍ରକୃତରେ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ। Gade chapit la |
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।