Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ତୁମ୍ଭେମାନେ ମୋତେ ଉତ୍ତର ଦେଇ କହିଲ, “ତୁମ୍ଭେ ଯାହା କହିଲ, ତାହା ଆମ୍ଭମାନଙ୍କର କରିବା ଭଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ତୁମ୍ଭେମାନେ ମୋତେ ଉତ୍ତର ଦେଇ କହିଲ, ତୁମ୍ଭେ ଯାହା କହିଲ, ତାହା ଆମ୍ଭମାନଙ୍କର କରିବା ଭଲ।

Gade chapit la Kopi

ଓଡିଆ ବାଇବେଲ

14 ଏଥିରେ ତୁମ୍ଭେମାନେ ମୋତେ ଉତ୍ତର ଦେଇ କହିଲ, “ତୁମ୍ଭେ ଯାହା କହିଲ, ତାହା ଆମ୍ଭମାନଙ୍କର କରିବା ଭଲ।”

Gade chapit la Kopi

ପବିତ୍ର ବାଇବଲ

14 “ଏବଂ ତୁମ୍ଭେମାନେ କହିଥିଲ, ‘ଏହା ଆମ୍ଭମାନଙ୍କର କରିବା ଭଲ।’

Gade chapit la Kopi




ଦ୍ଵିତୀୟ ବିବରଣ 1:14
2 Referans Kwoze  

ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।”


ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।


Swiv nou:

Piblisite


Piblisite