ଦ୍ଵିତୀୟ ବିବରଣ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହୁଁ ମୁଁ ତୁମ୍ଭମାନଙ୍କ ବଂଶସମୂହ ମଧ୍ୟରୁ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ ଓ ସହସ୍ରପତି ଓ ଶତପତି ଓ ପଚାଶତପତି ଓ ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି। Gade chapit laଓଡିଆ ବାଇବେଲ15 ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶତପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି। Gade chapit laପବିତ୍ର ବାଇବଲ15 “ତେଣୁ ମୁଁ ତୁମ୍ଭମାନଙ୍କ ଗୋଷ୍ଠୀ ସମୂହ ମଧ୍ୟରୁ ଜ୍ଞାନି ଓ ଅଭିଜ୍ଞ ଲୋକମାନଙ୍କୁ ତୁମ୍ଭମାନଙ୍କ ଉପରେ ନେତାରୂପେ ନିଯୁକ୍ତି କଲି। ଏହିରୂପେ ତୁମ୍ଭମାନଙ୍କ ଉପରେ ସହସ୍ରପତି, ଶତପତି, ପଞ୍ଚାଶତପତି, ଦଶପତିମାନଙ୍କୁ ନିଯୁକ୍ତି କଲି, ଏବଂ ପ୍ରତ୍ୟେକ ଗୋଷ୍ଠୀ ପାଇଁ ଅଧ୍ୟକ୍ଷମାନଙ୍କୁ ମଧ୍ୟ ନିଯୁକ୍ତି ଦେଲି। Gade chapit la |