ଦ୍ଵିତୀୟ ବିବରଣ 1:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ; ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣ ନେଲୁ। Gade chapit laଓଡିଆ ବାଇବେଲ23 ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ। Gade chapit laପବିତ୍ର ବାଇବଲ23 “ମୁଁ ଭାବିଲି ଏହା ଏକ ଉତ୍ତମ ଧାରଣା ଥିଲା। ତେଣୁ ମୁଁ ତୁମ୍ଭମାନଙ୍କର ପ୍ରତ୍ୟେକ ପରିବାରବର୍ଗକୁ ଜଣେ ଜଣେ କରି ବାର ଜଣଙ୍କୁ ବାଛିଲି। Gade chapit la |