Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।

Gade chapit la Kopi

ଓଡିଆ ବାଇବେଲ

26 ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।

Gade chapit la Kopi

ପବିତ୍ର ବାଇବଲ

26 “କିନ୍ତୁ ତୁମ୍ଭେ ସେ ଦେଶକୁ ଯିବାକୁ ମନା କରିଦେଲ। ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ବିରୁଦ୍ଧରେ ବିଦ୍ରୋହାଚରଣ କଲ।

Gade chapit la Kopi




ଦ୍ଵିତୀୟ ବିବରଣ 1:26
9 Referans Kwoze  

ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃ-ପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।


ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।


କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”


ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।”


ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”


ମାତ୍ର ସେମାନେ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଗର୍ବାଚରଣ କଲେ ଓ ଆପଣା ଆପଣାକୁ କଠିନ କଲେ ଓ ତୁମ୍ଭ ଆଜ୍ଞାରେ କର୍ଣ୍ଣପାତ କଲେ ନାହିଁ,


ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।


Swiv nou:

Piblisite


Piblisite