Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ଵୁରେ ବଚସା କରି କହିଲ, ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ହେତୁରୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

27 ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣି ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

27 ତୁମ୍ଭେମାନେ ଆପଣାର ତୁମ୍ଭମାନଙ୍କର ତମ୍ବୁକୁ ଯାଇ ଅଭିଯୋଗ କରି କହିଲ, ‘ସଦାପ୍ରଭୁ ଆମ୍ଭକୁ ଘୃଣା କରନ୍ତି। ତେଣୁ ସେ ଆମ୍ଭମାନଙ୍କୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ, ଆମ୍ଭମାନଙ୍କୁ ଏଠାକୁ ଆଣିଛନ୍ତି।

Gade chapit la Kopi




ଦ୍ଵିତୀୟ ବିବରଣ 1:27
8 Referans Kwoze  

କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’


ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗରେ ନିପାତ କରିବା ପାଇଁ କାହିଁକି ଏ ଦେଶକୁ ଆଣିଅଛନ୍ତି? ଯଦ୍ଦ୍ୱାରା ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରିଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?”


କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି।


ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି।


ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


Swiv nou:

Piblisite


Piblisite