ଦ୍ଵିତୀୟ ବିବରଣ 1:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ; Gade chapit laଓଡିଆ ବାଇବେଲ30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ। Gade chapit laପବିତ୍ର ବାଇବଲ30 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ଆଗେ ଆଗେ ଗମନ କରୁଛନ୍ତି। ସେ ମିଶରରେ ଯେପରି କରିଥିଲେ, ଏହିଠାରେ ମଧ୍ୟ ସେହିପରି କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରିବେ। Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।