ଦ୍ଵିତୀୟ ବିବରଣ 1:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ! Gade chapit laପବିତ୍ର ବାଇବଲ (Re-edited) - (BSI)32 ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲ ନାହି; Gade chapit laଓଡିଆ ବାଇବେଲ32 ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ ! Gade chapit laପବିତ୍ର ବାଇବଲ32 “କିନ୍ତୁ ତଥାପି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”