Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ଵେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ଵାରା ଓ ଦିବସରେ ମେଘ ଦ୍ଵାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।

Gade chapit la Kopi

ଓଡିଆ ବାଇବେଲ

33 ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

33 ଯେତେବେଳେ ତୁମ୍ଭେମାନେ ଯାତ୍ରା କରୁଥିଲ, ସେ ତୁମ୍ଭର ଆଗେ ଆଗେ ଯାଇ ତୁମ୍ଭମାନଙ୍କର ତମ୍ବୁ ପକାଇବା ନିମନ୍ତେ, ସ୍ଥାନ ନିରୂପଣ କରୁଥିଲେ। ଏବଂ ତୁମ୍ଭମାନଙ୍କୁ ପଥ ଦେଖାଇବା ପାଇଁ ସେ ରାତ୍ରିରେ ଅଗ୍ନିଶିଖା, ଦିନରେ ମେଘସ୍ତମ୍ଭ ଦ୍ୱାରା ଗମନ କଲେ।

Gade chapit la Kopi




ଦ୍ଵିତୀୟ ବିବରଣ 1:33
16 Referans Kwoze  

ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ-ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।


ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।


ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।


କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’”


ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;


ସେ ଚନ୍ଦ୍ରାତପ ନିମନ୍ତେ ମେଘ ବିସ୍ତାର କଲେ ଓ ରାତ୍ରିରେ ଆଲୁଅ ଦେବା ପାଇଁ ଅଗ୍ନି ଦେଲେ।


ପୁଣି, ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ସମୟରେ ମେଘ ସ୍ତମ୍ଭରେ ଓ ରାତ୍ରି ସମୟରେ ଅଗ୍ନିସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ।


ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।


ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହପ୍ରାପ୍ତ ହେଲେ, ଅର୍ଥାତ୍‍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”


Swiv nou:

Piblisite


Piblisite