Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ବାକ୍ୟର ରବ ଶୁଣି ରାଗିଲେ ଓ ଶପଥ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ବାକ୍ୟର ରବ ଶୁଣି କ୍ରୋଧ କଲେ ଓ ଶପଥ କରି କହିଲେ,

Gade chapit la Kopi

ଓଡିଆ ବାଇବେଲ

34 ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ବାକ୍ୟର ରବ ଶୁଣି ରାଗିଲେ ଓ ଶପଥ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ

34 “ସଦାପ୍ରଭୁ ତୁମ୍ଭମାନଙ୍କର କଥା ଶୁଣିଲେ, ଏବଂ କ୍ରୋଧ କଲେ। ସେ ଦୃଢ଼ ପ୍ରତିଜ୍ଞା କରି କହିଲେ।

Gade chapit la Kopi




ଦ୍ଵିତୀୟ ବିବରଣ 1:34
9 Referans Kwoze  

ଆହୁରି ମଧ୍ୟ ସର୍ବ ଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;


ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।


ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?


ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।


ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;


Swiv nou:

Piblisite


Piblisite