Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଏନିମନ୍ତେ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ଦେଲେ ଓ ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

44 କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

44 କିନ୍ତୁ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ପଡ଼ିଲେ ଓ ସେମାନେ ମହୁମାଛି ପରି ସେମାନଙ୍କୁ ତଡ଼ି ଦେଲେ। ସେମାନେ ତୁମ୍ଭମାନଙ୍କୁ ସେୟୀରର ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।

Gade chapit la Kopi




ଦ୍ଵିତୀୟ ବିବରଣ 1:44
7 Referans Kwoze  

ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ଲିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।


ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ।


ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍‍ ଦେବେ।


ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ପୁଣି ଅୟର ଲୋକମାନେ ସେମାନଙ୍କ ମଧ୍ୟରୁ ଊଣାଧିକ ଛତିଶ ଜଣଙ୍କୁ ଆଘାତ କଲେ; ନଗରଦ୍ୱାରରୁ ଶବାରୀମ ପର୍ଯ୍ୟନ୍ତ ସେମାନଙ୍କୁ ତଡ଼ିନେଇ ଗଡ଼ନ୍ତି ବାଟରେ ଆଘାତ କଲେ; ତହିଁରେ ଲୋକମାନଙ୍କ ହୃଦୟ ତରଳି ପାଣି ହୋଇଗଲା।


Swiv nou:

Piblisite


Piblisite