Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ କାଳ ରହିଲ।

Gade chapit la Kopi

ଓଡିଆ ବାଇବେଲ

46 ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ।

Gade chapit la Kopi

ପବିତ୍ର ବାଇବଲ

46 ତେଣୁ ତୁମ୍ଭେମାନେ କାଦେଶରେ ବହୁଦିନ ପର୍ଯ୍ୟନ୍ତ ରହିଲ।

Gade chapit la Kopi




ଦ୍ଵିତୀୟ ବିବରଣ 1:46
8 Referans Kwoze  

ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ପ୍ରଥମ ମାସରେ ସୀନ୍‍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି, ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା।


ଏଥିଉତ୍ତାରେ ସେମାନେ କାଦେଶରୁ ଯାତ୍ରା କଲେ ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ସମସ୍ତ ମଣ୍ଡଳୀ ହୋର ପର୍ବତରେ ଉପସ୍ଥିତ ହେଲେ।


ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।


ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ ସାଗରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର।”


କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତର ସମସ୍ତ କର୍ମରେ ତୁମ୍ଭଙ୍କୁ ଆଶୀର୍ବାଦ କରିଅଛନ୍ତି; ସେ ଏହି ବିସ୍ତୀର୍ଣ୍ଣ ପ୍ରାନ୍ତରରେ ତୁମ୍ଭ ଯିବାର ଜାଣିଅଛନ୍ତି; ଏହି ଚାଳିଶ ବର୍ଷସାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହୋଇଅଛନ୍ତି; ତୁମ୍ଭର କିଛି ଅଭାବ ହୋଇ ନାହିଁ।’”


କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।


ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।


Swiv nou:

Piblisite


Piblisite