Biblia Todo Logo
Bib sou entènèt

- Piblisite -




ଦ୍ଵିତୀୟ ବିବରଣ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ହୋରେବରେ ଆମ୍ଭମାନଙ୍କୁ କହିଲେ, ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;

Gade chapit la Kopi

ଓଡିଆ ବାଇବେଲ

6 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;

Gade chapit la Kopi

ପବିତ୍ର ବାଇବଲ

6 “ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ କହିଥିଲେ। ସେ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ ସମୟ ବାସ କରିଅଛ।

Gade chapit la Kopi




ଦ୍ଵିତୀୟ ବିବରଣ 1:6
9 Referans Kwoze  

ସେହି ସମୟରେ ମୋଶା ଆପଣା ଶ୍ୱଶୁର ଯିଥ୍ରୋ ନାମକ ମିଦୀୟନୀୟ ଯାଜକଙ୍କର ମେଷପଲ ଚରାଉଥିଲେ; ଦିନକରେ ସେ ପ୍ରାନ୍ତରର ପଶ୍ଚାଦ୍‍ ଭାଗରେ ମେଷପଲ ଘେନି ହୋରେବ ନାମକ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେଲେ।


ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ହୋରେବରେ ଆମ୍ଭମାନଙ୍କ ସହିତ ଗୋଟିଏ ନିୟମ କଲେ।


ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।


ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେକାଳ ବିଳମ୍ବ କରି ଅବସ୍ଥିତି କଲା, ସେତେକାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।


ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।


କାରଣ ହୋରେବରେ ସମାଜ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ତୁମ୍ଭେ ପ୍ରାର୍ଥନା କରି କହିଥିଲ, “ଆମ୍ଭେ ଯେପରି ନ ମରୁ, ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ରବ ପୁନର୍ବାର ନ ଶୁଣୁ, କିଅବା ଏହି ମହା-ଅଗ୍ନି ଆଉ ନ ଦେଖୁ।”


Swiv nou:

Piblisite


Piblisite